Sudasha Brata Puja Vidhi | ସୁଦଶା ବ୍ରତ ପୂଜା ବିଧି | ଘରେ ସୁଦଶା ବ୍ରତ କିପରି କରିବା ? | Kalpana Tripathy
Автор: Sidharth Utsav
Загружено: 2024-08-03
Просмотров: 98579
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ ।
ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ । ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।
Also watch this Programme on SIDHARTH BHAKTI CHANNEL.
Sidharth Bhakti : Dish TV-1395, Airtel-616,Sun-491,D2H-1395,Tata Play-1796
Sidharrth TV : Dish-1311,Tata Play-1757,Airtel-600,Sun Direct -657,D2H-1311
Sidharth Gold : Dish TV -1333, Airtel-602,Sun-658,D2H-1333,Tata Play-1766
Jay Jagannath : Dish-1397,Airtel-615,Sun Direct-490,Videocon D2H-1397,Tata Play-1799
SUBSCRIBE us for new shows every day:
YouTube : / sidharthbhakti
Instagram : / sidharthbhakti
Facebook : / sidharthbhaktiodia
Subscribe our other Television Channels :
Sidharth TV : / sidharthtv
Sidharth Gold : https://bit.ly/3a1P4Ac
Jay Jagannath : https://bit.ly/3aa1lTa
#SidharthTV #SidharthBhakti #SidharthGold #SidharthMusic #NamitaAgrawal #SitaramAgrawal #jayjagannath
Доступные форматы для скачивания:
Скачать видео mp4
-
Информация по загрузке: