Patakalagi Darshan(27-Nov)ଆଜି ହଳଦିଆ ରଙ୍ଗର ପତାକାଲାଗି | Puri Jagannath Temple Divine Flag Change
Автор: JAY JAGANNATH TV
Загружено: 2025-11-27
Просмотров: 5312
✨ ଆଜିର ପବିତ୍ର ଘଟଣା – ନୀଳଚକ୍ର ଉପରେ ହଳଦିଆ ରଙ୍ଗର ପତାକାଲାଗି ✨
📅 27-nov -2025– ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ନୀଳଚକ୍ର ଉପରେ ପବିତ୍ର ହଳଦିଆ ରଙ୍ଗର ପତାକା ପରିବର୍ତ୍ତିତ ହେଲା।
🏛️ ଏହି ପତାକାଲାଗି ଭକ୍ତମାନଙ୍କୁ ଦେଇଥାଏ ଶାନ୍ତି ଓ ଆଶୀର୍ବାଦ
📺 ଘରେ ବସି LIVE ଦେଖନ୍ତୁ —
Jay Jagannath TV – ଆପଣଙ୍କ ଆଧ୍ୟାତ୍ମିକ ଯାତ୍ରାର ସାଥୀ
🙏 ଜୟ ଜଗନ୍ନାଥ
ନୀଳଚକ୍ର ଉପରେ ଉଡୁଥିବା ପତିତପାବନ ବାନା ବା ପତାକା ଗୋଟିଏ ଦିନରୁ ଅଧିକ ସମୟ ମନ୍ଦିରରେ ଉଡ଼େ ନାହିଁ । ବର୍ଷକ ବାର ମାସ ୩୬୫ ଦିନ ଖରା, ବର୍ଷା , ଶୀତ କୁ ଖାତିର ନ କରି ପ୍ରତିଦିନ ସନ୍ଧ୍ୟା ୫ ଟା ରେ ଚୁନରା ସେବକ ନୀଳଚକ୍ର ରେ ଧ୍ବଜା ବାନ୍ଧିବା ନିମନ୍ତେ ଶ୍ରୀମନ୍ଦିର ଚୁଡାକୁ ଆରୋହଣ କରିଥାନ୍ତି। ଏହି ସେବାକୁ ପତାକଲାଗି ସେବା କୁହାଯାଏ । ଶ୍ରୀମନ୍ଦିର ଭିତରେ ଏବଂ ସିଂହଦ୍ୱାର ସାମନାରେ ପ୍ରତ୍ୟେକ ଦିନ ହଜାର ହଜାର ଭକ୍ତଗଣ ଏହି ପତାକା ଲାଗି ଦର୍ଶନ କରି ଧନ୍ୟ ହୁଅନ୍ତି ।
ଚୁନରା ସେବକ ମାନେ ବେକରେ ନୂଆ ଧ୍ବଜା ବାନ୍ଧି ସେ ଶ୍ରୀମନ୍ଦିର ଆରୋହଣ କରିଥାନ୍ତି । ପ୍ରଥମେ ଅଁଳା ବେଢ଼ା ରେ ଥିବା ଧ୍ବଜା ମହାବୀର ଙ୍କୁ ଉପାସନା କରି ସେଠାରେ ଦୀପ ପ୍ରଜ୍ବଳନ କରି ସାରିବା ପରେ , ଅଁଳା ବେଢ଼ା ଉପରକୁ ଏକ ଲୁହା ସିକୁଳି ମାଧ୍ୟମରେ ଯାଇଥାନ୍ତି। ତତ୍ପରେ କଳସ ଉପରେ ଚଢ଼ି , ନୀଳଚକ୍ର ଶିଖରକୁ ଯାଇଥାନ୍ତି। । ସେଠାରେ ଥିବା ପୁରୁଣା ଧ୍ବଜା ପରିବର୍ତ୍ତନ କରି ନୂଆ ଧ୍ବଜା ଲାଗି କରିଥାନ୍ତି ଓ ଜଗତ ମଙ୍ଗଳ କାମନା କରିଥାନ୍ତି । ଏହି ବାନା ସାଧାରଣତଃ ଗାଢ଼ ନାଲି କିମ୍ବା ହଳଦିଆ ବର୍ଣ୍ଣ ଓ ବେଳେ ବେଳେ ଧଳା ରଙ୍ଗର ହୋଇଥାଏ । ଏହାର ମଧ୍ୟ ଭାଗରେ ଚନ୍ଦ୍ର ଓ ବିନ୍ଦୁ ଶ୍ୱେତ ରଙ୍ଗରେ ଅଙ୍କିତ ହୋଇଥାଏ ।
#patakalagidarshan #jayjagannathtv #SidharthTV #jayjagannathlive #jagannath #jagannatha #jagannathtemple #JagannathCulture #NamitaAgrawal #SitaramAgrawal #SidharthUtsav #SidharthGold #SidharthMusic #SidharthNetwork #TodayPatakalagi #dhwajaarohan #banabandha
"ଜୟ ଜଗନ୍ନାଥ ଟିଭି" ହେଉଛି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମର୍ପିତ ଓଡ଼ିଶାର ଏକମାତ୍ର ଶୁଦ୍ଧ ଆଧ୍ୟାତ୍ମିକ ୨୪ ଘଣ୍ଟିଆ ସାଟେଲାଇଟ୍ ଚାନେଲ୍, ଯେଉଁଠାରେ ଘରେ ବସି ପ୍ରତିଦିନ ସିଧା ପ୍ରସାରଣରେ ଦେଖିପାରିବେ ପୁରୀ ଶ୍ରୀମନ୍ଦିରର ସମସ୍ତ ବାହାର ଲୀଳା ଓ ଦିବ୍ୟ ନୀତିମାନ :
🔹 ଦ୍ୱାରଫିଟା ନୀତି
🔹 ପତିତପାବନ ମଙ୍ଗଳ ଆଳତୀ
🔹 ପତାକା ଲାଗି ଦର୍ଶନ
🔹 ସନ୍ଧ୍ୟା ଆଳତୀ
🔹 ଶ୍ରୀମନ୍ଦିର ପହୁଡ଼ ନୀତି
🔹 ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବ I
ଏହି ଚ୍ୟାନେଲରେ କୌଣସି ବିଜ୍ଞାପନ ନାହିଁ, ତେଣୁ ଶୁଦ୍ଧ ଆଧ୍ୟାତ୍ମିକତାର ସହିତ
ଦର୍ଶନ କରନ୍ତୁ ଓ ଶ୍ରୀଜୀଉଙ୍କ ଦିବ୍ୟତାକୁ ଅନୁଭବ କରନ୍ତୁ🙏
📺 "ଜୟ ଜଗନ୍ନାଥ ଟିଭି" ସିଦ୍ଧାର୍ଥ ଟେଲିଭିଜନ୍ ନେଟୱର୍କର ଚତୁର୍ଥ ଚାନେଲ |
ଓଡ଼ିଆ ଲୋକଙ୍କ ପାଇଁ ଗର୍ବର ବିଷୟ!
#jayjagannathtv #jayjagannathpuri #jayjagannathtvlive
📡 Watch “JAY JAGANNATH TV” on DTH:
=========================================
Tata Play - 1799
Dish TV – Channel 1397
Airtel Digital – Channel 615
Videocon D2H – Channel 1397
Sun Direct – Channel 490
=========================================
Also available on all cable networks across Odisha.
📞 Contact : 6372804618 if could not watch our channel
🌐 Follow us on social media for daily LIVE updates :
=========================================
Facebook: / jayjagannathtv
Instagram: / jayjagannathtv
YouTube: / @jayjagannathtvofficial
Twitter: https://x.com/JayJagannathTV
=========================================
#JayJagannathTV #NamitaAgrawal #SidharthTV #SitaramAgrawal #JagannathLive #LiveFromPuri #shreemandir #srimandir #shreemandira #JagannathRathJatra #JagannathRathYatra #PuriRathYatra #jayjagannathswami #dwarafitaniti #mangalaalati #dhupaalati #patakalagidarshan #sandhyaalati #bhaktankaanubhuti #jagannathlivedarshan #পুরিজগন্নাথ #जगन्नाथ #पुरीजगन्नाथ #जगन्नाथधाम #జగన్నాథ్ #జగన్నాథపురి #ରଥଯାତ୍ରା #ଶ୍ରୀକ୍ଷେତ୍ରପୁରୀ #ପ୍ରଭୁଜଗନ୍ନାଥ #ଶ୍ରୀଜଗନ୍ନାଥ #যায়জগন্নাথ #জগন্নাথপুরি #जगन्नाथपुरी #जगन्नाथधाम
Доступные форматы для скачивания:
Скачать видео mp4
-
Информация по загрузке: